Skip to content
Scan a barcode
Scan
Paperback Badalibara Bela (ବଦଳିବାର ବେଳ) [Oriya] Book

ISBN: 1645603938

ISBN13: 9781645603931

Badalibara Bela (ବଦଳିବାର ବେଳ)

ବଦଳିବାର ବେଳ ଗୋଟିଏ ଅସ୍ପୃହା; ଯେଉଁଥିରେ ବ୍ୟକ୍ତି-ମଣିଷଟି ସାମାଜିକ ମଣିଷରେ ରୂପାନ୍ତରିତ ହେବାର ଅନିନ୍ଦ୍ୟ ଅଭିଳାଷ ତା' ଭିତରେ ରହିଥାଏ । ରାଜନୀତିକ ଇଚ୍ଛାଶକ୍ତି ଓ ନିଷ୍ଠାପର ଶାସନତନ୍ତ୍ର ହେଉଛି ଏକମାତ୍ର ଆୟୁଧ, ଯାହା ମାଧ୍ୟମରେ ସମାଜର ପରିବର୍ତ୍ତନ ସମ୍ଭବପର ହୋଇଥାଏ । ମାତ୍ର ଏହି ଦୁଇଟି ବ୍ୟବସ୍ଥାର ଅପାରଗତା ଓ ନିଷ୍କ୍ରିୟତା କେବଳ ଦେଶର ପ୍ରଗତିରେ ପ୍ରତିବନ୍ଧକ ସାଜେ ନାହିଁ, ପରନ୍ତୁ ଜୀବନ ବଞ୍ ଚବାର ସୁଖଦ ମୂହୂର୍ତ୍ତଗୁଡ଼ିକୁ ଧୂଳିଧୂସରିତ କରିଥାଏ ବୋଲି କବି ନାୟକ ଅନୁଭବ କରିଛନ୍ତି । ଗଣତନ୍ତ୍ର ରୂପାନ୍ତରିତ ହୋଇଛି ଥାଳତନ୍ତ୍ରରେ ଏବଂ ଶାସନ ବ୍ୟବସ୍ଥାରେ ଅନାଡ଼ି ଅପରାଧୀଙ୍କ ଭିଡ଼ ସମାଜକୁ ତ୍ରସ୍ତ କରିଛି । ରାଜନୈତିକ ପ୍ରକ୍ରିୟା ଓ ଏଥିରେ ଅଂଶୀଭୂତ କିଛି ମଣିଷଙ୍କ ଅର୍ଥଲିପ୍]ସୁ ମନୋଭାବ ଓ କ୍ଷମତାର ପ୍ରଲୋଭନ ଜନଗଣଙ୍କୁ ଗୋଟିଏ ଅନିଶ୍ଚିତ ଜୀବନ ମଧ୍ୟକୁ ମୁହାଁଇ ଦେଇଛି । ଫଳତଃ, ମନ୍ଦାମଣିଷ ଭିତରେ ସୃଷ୍ଟି ହୋଇପାରୁନାହିଁ ପ୍ରତିବାଦର ସ୍ୱର ଓ ସମାଜ ପରିବର୍ତ୍ତନ ନିମନ୍ତେ ଆନ୍ତରିକ ଆକାଙ୍]କ୍ଷା । ବିକାଶ ନିମନ୍ତେ ଉଦ୍ଦିଷ୍ଟ ଅର୍ଥକୁ ଆତ୍ମସାତ୍ ନିରନ୍ତର କରିଚାଲିଛନ୍ତି ଜନନାୟକଙ୍କଠାରୁ ଦାପ୍ତରିକ ଜନତା ପର୍ଯ୍ୟନ୍ତ । ତେଣୁ କବି କୁହନ୍ତି-

"କର୍କଟ ରୋଗର କୋଷ ପରି

ବଟି ତେଣୁ ଅଣାୟତ୍ତ, ଯାହା

ବିନାଶ କରି ଚାଲିଛି ଆମ ନୈତିକତା ଓ

ବିକାଶର ପଥ ।"

Recommended

Format: Paperback

Condition: New

$14.57
50 Available
Ships within 2-3 days

Customer Reviews

0 rating
Copyright © 2025 Thriftbooks.com Terms of Use | Privacy Policy | Do Not Sell/Share My Personal Information | Cookie Policy | Cookie Preferences | Accessibility Statement
ThriftBooks ® and the ThriftBooks ® logo are registered trademarks of Thrift Books Global, LLC
GoDaddy Verified and Secured